Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ବିବାହିତ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

6/01/2021 at 10:03 PM

ରାଇରଙ୍ଗପୁର୬/୧୨: ବିବାହିତ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆହାରବନ୍ଧ ଗ୍ରାମରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ସୂଚନାଯୋଗ୍ୟ ଯେ, ଆହାରବନ୍ଧ ଗ୍ରାମର ଜନୈକ ବିବାହିତା ମହିଳା ନିଜ ଘରେ ଶୋଇଥିବା ବେଳେ ଉକ୍ତ ଗ୍ରାମର ଟୁକୁ ପାତ୍ର ନାମକ ଜନୈକ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।

ତେବେ ପୀଡିତା ନିଜ ଶାଶୁ ଓ ଛୁଆମାନଙ୍କ ସହ ଥିବା ଅବସ୍ଥାରେ ଏପରି ଘଟଣା ଘଟିଥିବା ଜଣାପଡିଛି। ମହିଳା ଜଣଙ୍କ ଚିତ୍କାର କରିବାରୁ ପରିବାର ଲୋକେ ଧାଇଁ ଆସିଥିଲେ। ପରିବାର ଲୋକଙ୍କ ପାଟି ଅଭିଯୁକ୍ତ ଫେରାର ହୋଇଯାଇଥିଲା। ଏ ନେଇ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନାରେ ପରିବାର ଲୋକେ ଲିଖିତ ଅଭିଯୋଗ କରିବାରୁ ପୋଲିସ ଅଭିଯୁକ୍ତ ଟୁକୁ ପାତ୍ରକୁ ଗିରଫ କରି କୋର୍ଟ ଚାଲାଣ କରିଛି।

   Related Posts