ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସନ୍ଧ୍ୟାରେ ମୁମ୍ବାଇ ବନାମ ଦିଲ୍ଲୀ : ‘କର ବା ମର’ ସ୍ଥିତିରେ କ୍ୟାପିଟାଲ୍ସ
  • ||
  • ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ଏଏଫଆଇ ଇଣ୍ଡିଆନ ଗ୍ରାଁପ୍ରି-୩ : ଅମିୟ କୁମାର ମଲ୍ଲିକ ଏବଂ ଶ୍ରାବଣୀ ନନ୍ଦଙ୍କ ଉପରେ ନଜର
  • ||
  • ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୮ କୋଭିଡ୍ ପଜିଟିଭ୍
  • ||
  • ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତରେ ଚାଲିଗଲା ୩୩ ଜୀବନ
  • ||
  • ତାତି ଆହୁରି ବଢିବ, ୩ ଦିନ ଯାଏଁ ତତଲା କଡେଇରେ ଭାଜିହେବେ ରାଜ୍ୟବାସୀ
  • ||
  • ୪୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଚାଲାଣ ପାଇଁ ଜଙ୍ଗଲରେ ଲୁଚାଇଥିଲେ ମାଫିଆ
  • ||

ଯାଜପୁରରେ ଦୁତି ଚାନ୍ଦ ସମ୍ବର୍ଦ୍ଧିତ

15/09/2018 at 4:36 PM

ଯାଜପୁର ୧୫/୯: ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଅନ୍ତର୍ଗତ ଅତଲାପୁର ପଂଚାୟତ ପକ୍ଷରୁ ଦୈାଡ ରାଣୀ ଦୂତି ଚାନ୍ଦଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଅତଲାପୁର ସରପଂଚ ପ୍ରଫୁଲ୍ଲ ସାହୁଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥିଭାବେ ବରୀ ବିଧାୟକ ଦେବାଶିଷ ନାୟକ ଏବଂ ବହୁ ସିନେତାରକା ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଶ୍ରୀ ନାୟକ ଦୈାଡ ରାଣୀ ଦୂତି ଚାନ୍ଦଙ୍କୁ ଉପଢୈାକନ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଏହି ସମ୍ବର୍ଦ୍ଧିତ ସଭାରେ ଶତାଧିକ ଜନସମାଗମ ହୋଇଥିଲା ।

   Related Posts