Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ନିରାଶ କଲେ ଦୂତି, ୧୦୦ ମିଟର ଦୌଡରେ ସପ୍ତମ ସ୍ଥାନ ରହିଲେ

30/07/2021 at 9:48 AM

ଟୋକିଓ ୩୦/୭: ନିରାଶ କଲେ ଓଡ଼ିଶା ଧାବିକା ଦୂତି ଚାନ୍ଦ । ୧୦୦ ମିଟର ଦୌଡ଼ରେ ନିରାଶ କରିଛନ୍ତି କଲେ ଦୂତୀ ଚାନ୍ଦ । ୧୧.୫୪ ସେକେଣ୍ଡ ନେଇ ସପ୍ତମ ସ୍ଥାନରେ ରହିଛନ୍ତି ଦୂତୀ ଚାନ୍ଦ । ଫଳରେ ତାଙ୍କ ୨ୟ ରାଉଣ୍ଡକୁ ଯିବାର ଆଶା ଧୂତିସାତ ହୋଇଛି ।

ପ୍ରଥମ ସ୍ଥାନରେ ଜାମାଇକାର ଏସ. ଫ୍ରେସର ରହିଛନ୍ତି । ସେ ୧୦.୮୪ ସେକେଣ୍ଡରେ ନିଜର ଦୌଡ କମ୍ପ୍ଲିଟ କରିଥିଲେ । ପରେ ୧୦.୯୧ ସେକେଣ୍ଡ ସହ ସ୍ୱିଜରଲ୍ୟାଣ୍ଡର ଏ. ଡେଲ ପଣ୍ଟେ ୨ୟ ସ୍ଥାନରେ, ୧୧.୦୦ ସେକେଣ୍ଡ ସହ ନାଇଜେରିଆର ଏ.ନ୍ୱୋକୋଚା ତୃତୀୟ ସ୍ଥାନ ହାସଲ କରିଛନ୍ତି । ତେବେ ଦୂତି ୧୧.୫୪ ସେକେଣ୍ଡ ସପ୍ତମ ସ୍ଥାନ ହାସଲ କରିବାରେ ସଫଳ ହୋଇଥିଲେ ।

   Related Posts