Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

୨୦୦ ମିଟର ଦୌଡରେ ଦୂତୀଙ୍କୁ ସ୍ୱର୍ଣ୍ଣ

13/10/2019 at 7:34 PM

ରାଞ୍ଚି- ରାଞ୍ଚିରେ ଚାଲିଥିବା ଜାତୀୟ ଓପନ୍‌ ଆଥଲେଟିକସ୍‌ ଚାମ୍ପିୟନସିପ୍‌ରେ ମହିଳା ୨୦୦ ମିଟର ଦୌଡରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ସେ ୨୦୦ ମିଟର ଦୌଡକୁ ୨୩.୧୭ ସେକେଣ୍ଡରେ ଅତିକ୍ରମ କରିଥିଲେ ।

ପୂର୍ବରୁ ଦୂତୀ ଚାନ୍ଦ ଜାତୀୟ ଓପନ୍‌ ଆଥଲେଟିକସ୍‌ ଚାମ୍ପିୟନସିପ୍‌ରେ ୧୦୦ ମିଟର ଦୌଡରେ ଜାତୀୟ ରେକର୍ଡ କରିଥିଲେ । ଏହାକୁ ସେ ୧୧.୨୨ ସେକେଣ୍ଡରେ ଅତିକ୍ରମ କରିଥିଲେ । ପୂର୍ବରୁ ଏହା ୧୧.୨୬ ସେକେଣ୍ଡ ଥିଲା ।

   Related Posts