Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ଟୋକିଓ ଟ୍ରାକ୍‌ରେ ଦୂତି ଚାନ୍ଦ, କରୁଛନ୍ତି ଜୋରଦାର ଅଭ୍ୟାସ

28/07/2021 at 10:43 AM

ଭୁବନେଶ୍ୱର ୨୮।୦୭ : ଟୋକିଓରେ ଓଡ଼ିଶାର ଟେକ ରଖିବା ପାଇଁ ଓଡ଼ିଆ ଧାବିକା ଦୂତି ଚାନ୍ଦଙ୍କ ଜୋରଦାର ଅଭ୍ୟାସ । ଟ୍ରାକରେ ନିଜକୁ ପ୍ରସ୍ତୁତ କରୁଛନ୍ତି ଦୂତି । ଟ୍ରାକରେ ଦୂତି ଅଭ୍ୟାସ କରୁଥିବା ବେଳର ଭିଜୁଆଲ ଆସିଛି । ଅଲିମ୍ପିକ୍ସରେ କିପରି ଭଲ ପ୍ରଦର୍ଶନ କରିବେ ସେନେଇ ଅଭ୍ୟାସ ଚଳାଇଛନ୍ତି ।

 ଆସନ୍ତା ୩୦ ତାରିଖରେ ଟ୍ରାକକୁ ଓହ୍ଲାଇବେ ଦୂତି । ୧୦୦ ମିଟର ରାଉଣ୍ଡ ୧ ହିଟ୍ ସକାଳ ୮ଟା ୧୦ରେ ଆରମ୍ଭ ହେବ । ଦୂତିଙ୍କ ହାତରେ ମଝିରେ ଆଉ ମାତ୍ର ଗୋଟିଏ  ଦିନ ରହିଛି । ଏହା ପୂର୍ବରୁ ନିଜକୁ ଫିଟ୍ ରଖିବା ପାଇଁ ଦୂତି ଜୋରଦାର ଅଭ୍ୟାସ ଆରମ୍ଭ କରିଦେଇଛନ୍ତି । ୨୦୧୬ ରିଓ ଅଲିମ୍ପିକରେ ମେଡାଲରୁ ବଂଚିତ ହୋଇଥିବା ଦୂତି ଏଥର ଟୋକିଓର ନିଶ୍ଚିତ ଦେଶ ପାଇଁ ପଦକ ଆଣିବାକୁ ଆଶାବାଦୀ ଅଛନ୍ତି ।

   Related Posts