Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ବଦଳିଲା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ କର୍ମଚାରୀଙ୍କ କାର୍ଯ୍ଯର ସମୟ ନିର୍ଘଣ୍ଟ

7/11/2019 at 12:52 PM

ବ୍ରହ୍ମପୁର ୭।୧୧:  ଆଜି ଠାରୁ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ କର୍ମଚାରୀଙ୍କ ପାଇଁ କାର୍ଯ୍ଯର ସମୟ ନିର୍ଘଣ୍ଟ ବଦଳିଛି  । ସକାଳ ୧୦ଟାରୁ ସନ୍ଧ୍ଯା  ୫ଟା ୩୦ମିନିଟ ପର୍ଯ୍ୟନ୍ତ ବିଶ୍ଵବିଦ୍ୟାଳୟ କର୍ମଚାରୀମାନେ କାର୍ଯାଳୟ ରେ କାର୍ଯ୍ଯରତ ରହିବେ ।ପ୍ରତ୍ଯେକ ମାସର ଦ୍ବିତୀୟ ଓ ଚତୁର୍ଥ ଶନିବାର ବିଶ୍ଵବିଦ୍ୟାଳୟ ଛୁଟି ରହିବ ବୋଲି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ବିଶ୍ବବିଦ୍ୟାଳୟ ଅଧୀନ ଲିଙ୍ଗରାଜ ଆଇନ୍ ମହାବିଦ୍ୟାଳୟ ଶ୍ରେଣୀ ପୂର୍ବ ସମୟର କୌଣସି ପରିବର୍ତ୍ତନ କରାଯାଇନାହିଁ । ପୂର୍ବଭଳି ଏହା ୧୦ ଟାରୁ  ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts