Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

ଜେଲ୍‌କୁ କୋରୋନା ଭୟ : ଆଜିଠୁ ଲାଗୁ ହେଲା ‘ଇ-ମୁଲାକାତ୍‌’ ବ୍ୟବସ୍ଥା

19/03/2020 at 3:18 PM

ଭୁବନେଶ୍ବର ୧୯।୩: ଜେଲକୁ କୋରୋନା ଭୟ । ଆଜିଠୁ ସବୁ ଜେଲରେ ଲାଗୁ ହେଲା ଇ- ମୁଲାକାତ ବ୍ୟବସ୍ଥା । ଜିଲ୍ଲା ମୁଖ୍ୟ କାରାଗାରରେ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ଜେଲର ଭିଜିଟର ରୁମରେ ଲ୍ୟାପଟପ୍ ଓ ସ୍କାଏପି ମାଧ୍ୟମରେ କଏଦୀଙ୍କୁ ଭେଟିଲେ ସଂପର୍କୀୟ ।

ସେପଟେ ଚୌଦ୍ବାର ଜେଲରେ ଦିନ ୧୦ଟା ସୁଦ୍ଧା ୨୫ ଜଣ ମୁଲାକାତ କରିଛନ୍ତି । ନୂଆ କଏଦୀ ଓ ପାରୋଲରେ ଥିବା କଏଦୀଙ୍କୁ ସାନିଟାଇଜ୍ ପରେ ଜେଲ୍ ରେ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି। ଜେଲ୍ ଡିଜି ସନ୍ତୋଷ ଉପାଧ୍ୟାୟ ସୂଚନା  ଦେଇଛନ୍ତି ।

   Related Posts