Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ପାରାଦୀପ : ଟ୍ରେନ୍ ଲାଇନ୍ କଡରୁ ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୯ କୋଭିଡ୍ ପଜିଟିଭ୍, ୩୩୭୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଳେଶ୍ବର : ମୋବାଇଲ୍ ଚୋରକୁ ଧରି ନିର୍ଧୁମ ଛେଚିଲେ ଗ୍ରାମବାସୀ
  • ||

ଚିଲିକା କୂଳରେ ୮ଟି ଚିଲ ମୃତ ; ବାର୍ଡ ଫ୍ଲୁ ଭୟ

22/12/2018 at 4:01 PM

ପୁରୀ ୨୨|୧୨: କୃଷ୍ଣପ୍ରସାଦ ବ୍ଲକରେ ବାର୍ଡ ଫ୍ଲୁ ଚିହ୍ନଟ ପରେ ଚିଲିକା କୂଳରେ ୮ଟି ଚିଲର ମୃତ୍ୟୁ । ଚିଲିକା କୂଳଠାରୁ ମାତ୍ର ଦେଢ଼ କିମି ଦୂର ପକ୍ଷୀ ଅଭୟାରଣ୍ୟରେ ଥିବା ଲକ୍ଷାଧିକ ବିଦେଶାଗତ ପକ୍ଷୀଙ୍କ ମୃତ୍ୟୁ ନେଇ ଆଶଙ୍କା ଦେଖାଦେଇଛି । ଏହାପରେ ବନ ବିଭାଗ ଆତଙ୍କିତ ହେ।ଇପଡିଛି । ବାର୍ଡ ଫ୍ଲୁ ଚିହ୍ନଟ ପରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକରେ କୁକୁଡ଼ା ମରା ଅଭିଯାନ ଜାରି ରହିଛି ।

   Related Posts