Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଭୂକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୪.୪

19/09/2021 at 4:51 PM

ଇଟାନଗର, ୧୯/୦୯: ଅରୁଣାଞ୍ଚଳ ପ୍ରଦେଶରେ ରବିବାର ଭୂକମ୍ପ ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ ବିଜ୍ଞାନ ପ୍ରତିଷ୍ଠାନର ସୂଚନା ମୁତାବିକ, ଅରୁଣାଚଳର ଚାଙ୍ଗଲାଙ୍ଗ ଠାରୁ ୭୦ କିଲୋମିଟର ଦୂର ଉତ୍ତର-ପଶ୍ଚିମରେ ଦ୍ୱିପ୍ରହର ୩.୦୬ ମିନିଟ୍‌ରେ ଭୂକମ୍ପ ଝଟ୍‌କା ଅନୁଭବ ହୋଇଥିଲା । ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୪ ଥିବା ଜଣାପଡ଼ିଛି । ତେବେ ଏଥିରେ କେହାର କୌଣସି କ୍ଷତି ହୋଇନଥିବା ଜଣାପଡ଼ିଥିବା ବେଳେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି ।

ଅନ୍ୟପଟେ ଗୁଜୁରାଟର କଚ୍ଛ ଜିଲ୍ଲାରେ ରବିବାର ସକାଳେ ୩.୧ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା । କିନ୍ତୁ ଏଥିରେ କାହାର କୌଣସି କ୍ଷତି ହୋଇନାହିଁ । ଗାନ୍ଧୀନଗର ସ୍ଥିତ ଭୂକମ୍ଫ ବିଜ୍ଞାନ ଅନୁସନ୍ଧାନ ସଂସ୍ଥାର ତଥ୍ୟ ଅନୁସାରେ ଭୂକମ୍ପ ସକାଳ ୮.୩୮ରେ ହୋଇଥିଲା । ଭୂକମ୍ପର କେନ୍ଦ୍ର ଦୁଧଇ ଠାରୁ ୨୬ କିଲୋମିଟର ଉତ୍ତର-ଉତ୍ତର ପୂର୍ବରେ ୯.୩ କିଲୋମିଟର ଗଭୀର ଖାତ ଥିବା ଜଣାପଡ଼ିଥିଲା ।   

   Related Posts