Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ପେରୁରେ ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୭.୪

28/11/2021 at 8:53 PM

ନୂଆଦିଲ୍ଲୀ ୨୮/୧୧: ପେରୁରେ ଜୋରଦାର ଭୂକମ୍ପ ଅନୁଭୂତ । ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୭.୪ ରହିଛି। ମିଳିଥିବା ସୂଚନା ଅନୁସାରେ, ଭୂମିକମ୍ପର ଜୋରଦାର ଝଟ୍‌କା ପେରୁର ବାରଙ୍କାର ୩୬ କି.ମି ଉତ୍ତରରେ ଅନୁଭୂତ ହୋଇଛି। ଯଦିଓ ଏନେଇ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ। କିନ୍ତୁ ଏତେ ଅଧିକ ତୀବ୍ରତାର ଭୂମିକମ୍ପ ଝଟ୍‌କାରୁ ସ୍ପଷ୍ଟ ଅନୁମେୟ ଯେ କୌଣସି ବଡ଼ କ୍ଷୟକ୍ଷତି ହୋଇଥିବ ନିଶ୍ଚିତ।

ଭୂକମ୍ପ ଝଟ୍‌କା ଅନୁଭୂତ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ଚାଲିଆସିଥିଲେ। ଏହା ପରେ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ଭୂକମ୍ପର କେନ୍ଦ୍ର ଭୂପୃଷ୍ଠରୁ ତଳକୁ ୧୦୦ କି.ମି ରହିଛି । ତେବେ ସିସମୋଲୋଜିକାଲ୍‌ ସେଣ୍ଟର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଏହି ଭୂକମ୍ପ ଆମାଜନ୍‌ ଜଙ୍ଗଲ କ୍ଷେତ୍ରରେ ଅନୁଭୂତ ହୋଇଛି। ସେଠାରେ ଅଧିକ ଜନବସତି ନାହିଁ । ତେଣୁ ଭୟ କରିବାର ସେମିତି କିଛି ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।  

   Related Posts