Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଭୂକମ୍ପର ଝଟକାରେ ଥରିଲା ଆସାମ: ରିକ୍ଟର ସ୍କେଲରେ ତୀବ୍ରତା ୫.୩, ମେଘାଳୟ ଓ ବେଙ୍ଗଲରେ ବି କମ୍ପନ

7/07/2021 at 11:26 AM

ନୂଆଦିଲ୍ଲୀ, ୭/୭ : ଭୂକମ୍ପରେ ଥରିଲା ଆସାମ ମାଟି । ବୁଧବାର ସକାଳ  ୮ଟା ୪୫ରେ ଆସାମର ଗୋଲପାରା ଠାରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଏହାର ସୂଚନା ଦେଇଛି ।

ସେହିଭଳି ମେଘାଳୟ ଏବଂ ପଶ୍ଚିମବଙ୍ଗର କିଛି ଅଞ୍ଚଳରେ ମଧ୍ୟ ଭୂକମ୍ପନ ଅନୁଭୂତ ହୋଇଛି । ମେଘାଳୟରେ ସକାଳ ପ୍ରାୟ ୮.୪୫ରେ ୫.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଛି । ଦାର୍ଜିଲିଂ ଓ କୁଚ ବିହାର ସମେତ ଉତ୍ତର ବଙ୍ଗର କିଛି ଅଂଶରେ ବି କମ୍ପନ ଅନୁଭୂତ ହୋଇଥିଲା ।

   Related Posts