Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ରାଇରଙ୍ଗପୁର : ଗୁଣିଗାରେଡି ସନ୍ଦେହକୁ ନେଇ ହତ୍ୟାକାଣ୍ଡ : ୩ ସୁପାରୀ କିଲର ଗିରଫ
  • ||
  • ନୂଆଦିଲ୍ଲୀ : ଦୁଇ ସରକାରୀ ବ୍ୟାଙ୍କର ଘରୋଇକରଣ ପ୍ରସ୍ତାବକୁ ବିରୋଧ, ଆସନ୍ତା ୧୬ରୁ ଦୁଇ ଦିନିଆ ହରତାଳ ଚେତାବନୀ ଦେଲା ୟୁଏଫବିୟୁ
  • ||

କଚ୍ଛରେ ଭୟଙ୍କର ଭୂକମ୍ପ ଝଟ୍‌କା : ରିକ୍ଟର ସ୍କେଲରେ ତୀବ୍ରତା ୫.୦, କ୍ଷୟକ୍ଷତି ଆକଳନ ଜାରି

4/11/2021 at 4:12 PM

ଗାନ୍ଧିନଗର ୦୪/୧୧ : ଗୁଜୁରାଟର କଚ୍ଛରେ ଭୂମିକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ତୀବ୍ରତା ୫.୦ ବୋଲି ଜଣାପଡିଛି । ଦ୍ବାରକାରୁ ୨୨୩ କିମି ଉତ୍ତରପୂର୍ବରେ ଭୂକମ୍ପ ଝଟକା ଦେଖିବାକୁ ମିଳିଛି । ଗୁରୁବାର ଅପରାହ୍ନ ୩.୧୫ ସମୟରେ ଭୂମିକମ୍ପ ହୋଇଥିବା ନେଇ ସେସ୍ମୋଲୋଜୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତିର କୌଣସି ରିପୋର୍ଟ ନଥିବା ବେଳେ । ଅନେକ ସ୍ଥାନରେ ଘରଗୁଡିକ କ୍ଷତିଗ୍ରସ୍ତ ହୋଇଥିବା​ ପ୍ରାଥମିକ ଭାବେ ଜଣାପଡିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ଧାର କାର୍ଯ୍ୟ ପ୍ରକ୍ରିୟା ତୁରନ୍ତ ଆରମ୍ଭ କରିବା ପାଇଁ ନିର୍ଦେଶ ଦିଆଯାଇଛି ।

   Related Posts