Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

ଝାଡଖଣ୍ଡ ଏବଂ କର୍ଣ୍ଣାଟକରେ ଭୂକମ୍ପ ଝଟ୍‌କା ଅନୁଭୂତ

5/06/2020 at 7:20 AM

ଜାମସେଦପୁର।ହାମ୍ପି ୫।୬: ଶୁକ୍ରବାର ସକାଳେ ଝାଡଖଣ୍ଡ ଏବଂ କର୍ଣ୍ଣାଟକରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି । ସକାଳ ୫ଟା ୫୫ମିନିଟ୍ ରେ ଲୋକମାନେ ଭୂକମ୍ପ ଝଟ୍‌କା ଅନୁଭବ କରିଥିଲେ । ଝାଡଖଣ୍ଡର ଜାମସେଦପୁରରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ଥିବାବେଳେ କର୍ଣ୍ଣାଟକର ହାମ୍ପିରେ ୪ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା । ବର୍ତ୍ତମାନ ସୁଦ୍ଧା ଉଭୟ ସ୍ଥାନରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ ।

ସୂଚନାଯୋଗ୍ୟ ଯେ, ଜୁନ୍ ୩ ତାରିଖ ରାତିରେ ନୋଏଡାଠାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୩.୨ ରହିଥିଲା । ଏକ ସପ୍ତାହ ମଧ୍ୟରେ ଦ୍ବିତୀୟ ଥର ପାଇଁ ନୋଏଡାରେ ଭୂକମ୍ପ ଅନୁଭୂତ ହୋଇଥିଲା । ଏହାପୂର୍ବରୁ ମେ’ ୨୯ରେ ଦିଲ୍ଲୀ-ଏନସିଆରର ଅନେକ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିଲା । ଗତ କିଛି ଦିନ ତଳେ ଦିଲ୍ଲୀ-ଏନସିଆରରେ ଅନେକ ଥର ଭୂକମ୍ପ ଅନୁଭୂତ ହୋଇଥିଲା ।

   Related Posts