Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଝାରଖଣ୍ଡରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୧

3/10/2021 at 4:44 PM

ରାଞ୍ଚି ୦୩/୧୦ : ରବିବାର ଦିନ ଝାରଖଣ୍ଡରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସିଂହଭୂମ ଜିଲ୍ଲାରେ ଅପରାହ୍ନ ୨ଟା ୨୨ ମିନିଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୧ ଥିଲା। ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ସ୍ପଷ୍ଟ କରିଛି। ତେବେ କେଉଁଠି କିଛି କ୍ଷୟକ୍ଷତିର ସୂଚନା ନାହିଁ। 

ଝାରଖଣ୍ଡ ସିଂହଭୂମ ଅଞ୍ଚଳରେ ରବିବାର ଅପରାହ୍ନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସିମ୍ମୋଲୋଜି ଅନୁଯାୟୀ, ରାଜ୍ୟର ସିଂହଭୂମ ଅଞ୍ଚଳରେ ଭୂଇଁ ଦୋହଲିବା ଖବର ଆସିଥିଲା। ଭୂକମ୍ପ ଝଟକା ଅନୁଭୂତ ହେବା କ୍ଷଣି ଲୋକେ ନିଜ ଘରୁ ବାହାରକୁ ଚାଲି ଆସିଥିଲେ।

   Related Posts