Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଜାମ୍ମୁ କାଶ୍ମୀରରେ ଭୂକମ୍ପ ଅନୁଭୂତ, ରିକ୍ଟର ସ୍କେଲରେ ତୀବ୍ରତା ୪.୩ ରେକର୍ଡ

18/09/2021 at 2:33 PM

ଶ୍ରୀନଗର ୧୮/୦୯: ଭୂକମ୍ପ ଝଟକାରେ ଥରିଲା ଜାମ୍ମୁ କାଶ୍ମୀର । ତେବେ ଏହାର ତୀବ୍ରତା ରିକ୍ଟର ସ୍କେଲରେ ଏହାର ୪.୩ ରେକର୍ଡ କରାଯାଇଛି । ଶନିବାର ସକାଳ ୧୦ଟା ୧୪ ମିନିଟ୍‌ରେ ଏହି ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ତେବେ ଏହି ଅଘଟଣରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି ।

ଏହାପୂର୍ବରୁ ଗତ ସୋମବାର ଜାମ୍ମୁ କାଶ୍ମୀରର ଲେହ ନିକଟରେ ଭୂକମ୍ପ ଝଟକା ଲାଗିଥିଲା । ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଥିଲା। ଏହାପୂର୍ବରୁ ଅଗଷ୍ଟ ମାସ ଶେଷ ସପ୍ତାହରେ ଉଧମପୁର-କଟଡା ଅଞ୍ଚଳରେ ଭୂମିକମ୍ପ ହୋଇଥିଲା । ଏହାର ତୀବ୍ରତା ୩.୬ ଥିଲା।

   Related Posts