Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଥରିଲା ଲଦାଖ ଲେହ ମାଟି, ୪.୬ ତୀବ୍ରତାରେ ଭୂକମ୍ପ ଅନୁଭୂତ

28/06/2021 at 7:39 AM

ନୂଆଦିଲ୍ଲୀ ୨୮/୬ : ଲଦାଖ ଲେହରେ ୪.୬ ତୀବ୍ରତାରେ ଭୂକମ୍ପ ଅନୁଭୂତ । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ଅନୁଯାୟୀ, ସକାଳ ପ୍ରାୟ ୬.୧୦ରେ ଏହି କମ୍ପନ ଅନୁଭୂତ ହୋଇଥିଲା । ୧୮କିଲୋମିଟର ଗଭୀରରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ରହିଛି ।

ଜାତୀୟ ଗଣମାଧ୍ୟମରୁ ସୂତ୍ରୁରୁ କୁହାଯାଇଛି ଯେ, ଲଦାଖର ଲେହରେ ଏହି ଭୂକମ୍ପ ଅନୁଭୂତ ହୋିଥିଲା । ତେବେ ବର୍ତ୍ତମାନ ସୁଦ୍ଧା କୌଣସି ଧନ, ଜୀବନ କିମ୍ବା ସମ୍ପତ୍ତି କ୍ଷୟକ୍ଷତି ନେଇ ଖବର ଆସିନି ।

   Related Posts