ଥରିଲା ଲଦାଖ ଲେହ ମାଟି, ୪.୬ ତୀବ୍ରତାରେ ଭୂକମ୍ପ ଅନୁଭୂତ

Published By : Prameya-News7 Bureau | June 28, 2021 IST

ନୂଆଦିଲ୍ଲୀ ୨୮/୬ : ଲଦାଖ ଲେହରେ ୪.୬ ତୀବ୍ରତାରେ ଭୂକମ୍ପ ଅନୁଭୂତ । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ଅନୁଯାୟୀ, ସକାଳ ପ୍ରାୟ ୬.୧୦ରେ ଏହି କମ୍ପନ ଅନୁଭୂତ ହୋଇଥିଲା । ୧୮କିଲୋମିଟର ଗଭୀରରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ରହିଛି ।

wp:html /wp:html

ଜାତୀୟ ଗଣମାଧ୍ୟମରୁ ସୂତ୍ରୁରୁ କୁହାଯାଇଛି ଯେ, ଲଦାଖର ଲେହରେ ଏହି ଭୂକମ୍ପ ଅନୁଭୂତ ହୋିଥିଲା । ତେବେ ବର୍ତ୍ତମାନ ସୁଦ୍ଧା କୌଣସି ଧନ, ଜୀବନ କିମ୍ବା ସମ୍ପତ୍ତି କ୍ଷୟକ୍ଷତି ନେଇ ଖବର ଆସିନି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.