Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଭୂକମ୍ପରେ ଥରିଲା ମଣିପୁର : ରିକ୍ଟର ସ୍କେଲରେ ତୀବ୍ରତା ୪.୩

23/05/2021 at 9:15 AM

ମଣିପୁର ୨୩/୫: ଅଖରୁଲରେ ଭୂକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରହିଛି । ସକାଳ ୬.୫୬ ମିନିଟରେ ହଲକା ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ତେବା ଏଥିରେ କାହାର କିଛି କ୍ଷୟକ୍ଷିତ ହୋଇନି । ୧୦୯ କିଲୋମିଟର ଗଭୀରରେ ଅଖୁରଲର ପୂର୍ବ-ଦକ୍ଷିଣ ପୂର୍ବରେ ୪୯ କିଲୋମିଟର ମଧ୍ୟରେ ଏହି ଭୂକମ୍ପ ହୋଇଛି । ଅବସ୍ଥାନର ଅକ୍ଷାଂଶ ଏବଂ ଦ୍ରାଘିମା ୨୪.୭୯ ଏବଂ ୯୪.୯୪ ରେକର୍ଡ କରାଯାଇଛି ।

   Related Posts