Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||

୪.୭ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ

13/04/2019 at 9:18 AM

ନୂଆଦିଲ୍ଲୀ ୧୩।୪: ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୂମିକମ୍ପ ନିକୋବର ଦ୍ବୀପପୁଞ୍ଜ ଅଞ୍ଚଳରେ ହୋଇଛି । ରିକ୍ଟର୍‌ ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୪. ୭ ବୋଲି ଜଣାପିଡିଛି ।

ସୂଚନା ଅନୁସାରେ ଭୋର୍ ୪ଟା ୪୪ମିନିଟ୍‌ର ନିକୋବର ଦ୍ବୀପପୁଞ୍ଜରେ ଭୂକମ୍ପ ହୋଇଛି। ଭୂକମ୍ପ ଫଳରେ କ୍ଷୟକ୍ଷତି କୌଣସି ସୂଚନା ମିଳିନାହିଁ। ଭୂକମ୍ପର କେନ୍ଦ୍ରସ୍ଥଳ ଏବଂ ଗଭୀରତା ମଧ୍ୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ଶୁକ୍ରବାର ଅପରାହ୍ନରେ ଇଣ୍ଡୋନେସିଆର କେନ୍ଦ୍ରୀୟ ସୁଲାଓ୍ବେସି ପ୍ରଦେଶରେ ସଂଘଠିତ ଭୂମିକମ୍ପ ପରେ ପରେ ଭିନ୍ନ ଭିନ୍ନ ତୀବ୍ରତା ସମ୍ପନ୍ନ ୨୦ଥର କମ୍ପନ ଅନୁଭୂତ ହୋଇଥିବା ରେକର୍ଡ କରାଯାଇଛି।

   Related Posts