Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଅସମ୍ପୂର୍ଣ୍ଣ ଜାତୀୟ ରାଜପଥ ନିର୍ମାଣ ଦାବିରେ ଅର୍ଥନୈତିକ ରାସ୍ତା ଅବରୋଧ ଓ ଗଣଧାରଣା

27/05/2019 at 7:44 AM

ନୂଆପଡା ୨୭/୫ : ନୂଆପଡା ୩୫୩ ନମ୍ବର ଜାତୀୟ ରାଜପଥ ବାଞ୍ଜିବାହାଲ ଛକ ନିକଟରେ ଗଣଧାରଣା । ଅସମ୍ପୂର୍ଣ୍ଣ ଜାତୀୟ ରାଜପଥ ନିର୍ମାଣ ଦାବିରେ ଅର୍ଥନୈତିକ ରାସ୍ତା ଅବରୋଧ କରିଛନ୍ତି । ଗଣଧାରଣା ଯୋଗୁଁ ରାସ୍ତାର ଉଭୟ ପାଶ୍ୱରେ ଶତାଧିକ ମାଲବାହି ଯାନବାହନ ଅଟକି ରହିଛି । ୫ ବର୍ଷ ହେଲା ଅଧପନ୍ତରିଆ ହୋଇ ପଡିଥିବା ବିପଦ ସଙ୍କୁଳ ଜାତୀୟ ରାଜପଥ ନିର୍ମାଣ ଦାବିରେ ରାସ୍ତା ଅବରୋଧ କରାଯାଇଛି । ଆଜିଠୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଓ ଅର୍ଥନୈତିକ ଅବରୋଧ କରାଯିବ ବୋଲି କହିଛନ୍ତି ଗ୍ରାମବାସୀ ।

   Related Posts