Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ମନି ଲଣ୍ଡରିଂ ମାମଲା : ବରିଷ୍ଠ କଂଗ୍ରେସ ନେତା ଡି କେ ଶିବକୁମାରଙ୍କ ଝିଅ ଐଶ୍ବର୍ଯ୍ୟାଙ୍କୁ ଜେରା କରିବ ଇଡି

12/09/2019 at 11:10 AM

ନୂଆଦିଲ୍ଲୀ ୧୨।୯: କଂଗ୍ରେସର ବରିଷ୍ଠ ନେତା ଡିକେ ଶିବକୁମାରଙ୍କ ଝିଅ ଐଶ୍ବର୍ଯ୍ୟାଙ୍କୁ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପଚରାଉଚରା କରିବ । ମନି ଲଣ୍ଡରିଂ ମାମଲାରେ ତାଙ୍କୁ ପଚରାଉଚରା କରିବ ଇଡି । ପୂର୍ବରୁ ଇଡି ଐଶ୍ବର୍ଯ୍ୟାଙ୍କୁ ହାଜର ହେବା ପାଇଁ ସମନ କରିଥିଲା । ସମନ ପାଇବା ପରେ ଐଶ୍ବର୍ଯ୍ୟା ଦିଲ୍ଲୀରେ ପହଞ୍ଚିଥିଲେ ।

ସୂଚନାଯୋଗ୍ୟ ଯେ, ୨୦୧୭ ମସିହାରେ କଂଗ୍ରେସ ନେତା ଡିକେ ଶିବକୁମାର ନିଜ ଝିଅ ଐଶ୍ବର୍ଯ୍ୟାଙ୍କ ସହ ବିଜନେସ୍ ଟୁରରେ ସିଙ୍ଗାପୁର ଯାଇଥିଲେ । ଏହି ଟୁର୍ ବେଳେ ସେ ଏକ ବ୍ୟବସାୟିକ ଚୁକ୍ତି ମଧ୍ୟ କରିଥିଲେ । ଏହି ବ୍ୟବସାୟିକ ଚୁକ୍ତି ସମ୍ବନ୍ଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଯାଞ୍ଚ କରୁଛି ।

ପୂର୍ବରୁ ମଧ୍ୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଡିକେ କୁମାରଙ୍କ ଅତି ଘନିଷ୍ଠ ସହଯୋଗୀ ସଚିନ ନାରାୟଣଙ୍କୁ ଜେରା କରିସାରିଛି ।

   Related Posts