ବଡ଼ ଅପଡେଟ୍‌ ; ଗୋଟିଏ ମହାନଗର ନିଗମ ଓ ୫ ପୌରପାଳିକା ନେଇ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ

NEWS7
edgardo-perros-has-walked-14000-km-of-mexico-saving-injured-and-sick-dogs

ପୁରୀ ୧୨।୦୩ : ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଁ ଚୂଡ଼ାନ୍ତ ବିଜ୍ଞପ୍ତି । ଗୋଟିଏ ମହାନଗର ନିଗମ ଓ ୫ ପୌରପାଳିକା ନେଇ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । ପୁରୀ ମହାନଗର ନିଗମ ଗଠନ ନେଇ ପ୍ରକାଶ ପାଇଥିବା ବେଳେ ବୌଦ୍ଧଗଡ଼, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର ଓ ଆସିକା ପୌରପାଳିକା ଗଠନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସେହିପରି