Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ଆସୁଛି ବାତ୍ୟା ‘ଜୱାଦ’, ଗୋପ ବ୍ଲକରେ ସ୍ଥିତି ଅନୁଧ୍ୟାନ କଲେ ଗଣଶିକ୍ଷା ମନ୍ତ୍ରୀ

4/12/2021 at 4:50 PM

କୋଣାର୍କ ୪।୧୨: ବାତ୍ୟାକୁ ନେଇ ଏବେ ଗୋପ ବ୍ଲକର ସମୁଦ୍ର ଅଞ୍ଚଳ ନିକଟସ୍ଥ ପଞ୍ଚାୟତ ଗୁଡ଼ିକର ଲୋକମାନେ ଭୟଭୀତ ଅବସ୍ଥାରେ ଥିବାବେଳେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କେତେକ ପଞ୍ଚାୟତ ବୁଲିବା ସହିତ ଗୋପ ବ୍ଲକରେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ବାତ୍ୟା ଜଓ୍ବାଦ ନେଇ ଲୋକମାନେ ଭୟଭୀତ ହେବା ସହ ଚାଷୀମାନେ ଚିନ୍ତାରେ ରହିଥିଲେ ।

ଜମିରେ ଏବେ ହଜାର ହଜାର ଏକର ପାଚିଲା ଧାନ ଖଳା ବାଡ଼ିକୁ ଆସି ପାରିନଥିବା ବେଳେ ଏହି ବାତ୍ୟା ଚାଷୀମାନଙ୍କ ଚିନ୍ତା ବଢ଼ାଇ ଦେଇଥିଲା । କିନ୍ତୁ ରାଜ୍ୟ ସରକାରଙ୍କ ପକ୍ଷରୁ ବାତ୍ୟା ଦୁର୍ବଳ ହେବା ନେଇ ଖବର ଆସିବା ପରେ ଏବେ ଚାଷୀମାନଙ୍କ ମଧ୍ୟରେ କିଛି ମାତ୍ରାରେ ଖୁସିର ଲହରୀ ଖେଳିଯାଇଛି ।

ଗଣଶିକ୍ଷା ମନ୍ତ୍ରୀଙ୍କ ସହ କଥା ହେବାରୁ ବାତ୍ୟା ଦୁର୍ବଳ ହୋଇଛି, ଚାଷୀଙ୍କ ସମସ୍ୟା ପ୍ରତି ସରକାର ଦୃଷ୍ଟି ରଖିଛନ୍ତି ।  ଏହା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ ସମସ୍ୟା ସହ ଅଛନ୍ତି । ଆବଶ୍ୟକତା ଅନୁଯାୟୀ ଦରକାର ପଡିଲେ କ୍ଷତିପୂରଣ ଦିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।

   Related Posts