Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ପରେ ଏବେ ଯୁକ୍ତ ୨ ପରୀକ୍ଷା ଚିନ୍ତା

28/02/2019 at 3:39 PM

ଭୁବନେଶ୍ବର ୨୮|୨:  ମାଟ୍ରିକ ପ୍ରଶ୍ନପତ୍ର ଭାଇରଲ ପରେ ଏବେ ଯୁକ୍ତ ୨ ପରୀକ୍ଷା ଚିନ୍ତା ଘାରିଛି ।  ପରୀକ୍ଷା ସୁପରିଚାଳନା ନେଇ ଜିଲ୍ଲାପାଳ ଓ ଏସ୍‌ପିଙ୍କ ସହ ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ କଥା ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଏବଂ ମୁଖ୍ୟ ଶାସନ ସଚିବ । ପରୀକ୍ଷାରେ ଯେପରି କୌଣସି ବିଭ୍ରାଟ ନହୁଏ ସେନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରୀକ୍ଷା ପାଇଁ ୨୦୨ଟି ହବ୍ କରାଯାଇଛି । ପ୍ରତିଦିନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ । ମୋଟ୍ ୧୦୯୧ଟି ପରୀକ୍ଷାକେନ୍ଦ୍ର ମଧ୍ୟରୁ ୯୩୬ଟିରେ ସିସିଟିଭି ଲାଗିସାରିଲାଣି । ପରୀକ୍ଷା ପୂର୍ବରୁ ଅନ୍ୟ ସବୁ ପରୀକ୍ଷାକେନ୍ଦ୍ରରେ ସିସିଟିଭି ଲଗାଯିବ । ପରୀକ୍ଷା ହଲକୁ ମୋବାଇଲ ଓ ଘଣ୍ଟା ନେବା ଉପରେ କଟକଣା ଲଗାଯାଇଛି । ପ୍ରଶ୍ନପତ୍ର ଉପରେ ରୋଲ ନମ୍ବର ଲେଖିବା ବାଧ୍ୟତାମୂଳକ କରାଯାଇଛି । ମାଟ୍ରିକ ପ୍ରଶ୍ନପତ୍ର ଭାଇରଲ ପରେ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି ।

   Related Posts