Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଜୋର ଧରିଲା ହାଇକୋର୍ଟ ବେଞ୍ଚ୍ ପ୍ରତିଷ୍ଠା ଦାବି ; ଆଜିଠୁ ୩୦ ଯାଏଁ ବଲାଙ୍ଗିରରେ ସବୁ ଶିକ୍ଷାନୁଷ୍ଠାନ, ସରକାରୀ ଅଫିସ ବନ୍ଦ

24/12/2018 at 10:41 AM

ବଲାଙ୍ଗିର ୨୪|୧୨: ବଲାଙ୍ଗିରରେ ଜୋର ଧରିଲା ହାଇକୋର୍ଟ ବେଞ୍ଚ୍ ପ୍ରତିଷ୍ଠା ଦାବି । ଆଜିଠୁ ୩୦ ଯାଏଁ ବଲାଙ୍ଗିରରେ ସବୁ ଶିକ୍ଷାନୁଷ୍ଠାନ, ସରକାରୀ ଅଫିସ ବନ୍ଦ ରହିବ । ଦୋକାନ ବଜାର, ଯାନବାହନ ଚଳାଚଳ ବନ୍ଦରୁ ବାଦ ପଡିଛି । ଦୀର୍ଘଦିନ ଧରି ହାଇକୋର୍ଟ ବେଞ୍ଚ୍ ପ୍ରତିଷ୍ଠା ଦାବିରେ ଓକିଲ ସଂଘ ଆନ୍ଦୋଳନ କରୁଛି ।

ପଶ୍ଚିମ ଓଡିଶା ମହାବନ୍ଦ ପରେ ଗତ ୩ତାରିଖରେ ୨୪ଘଣ୍ଟିଆ ବଲାଙ୍ଗିର ବନ୍ଦ ହୋଇଥିଲା ।୨୪ ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା ଦେଇଥିଲା ଓକିଲ ସଂଘ ଓ କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଇଥିଲା । ବନ୍ଦକୁ ତିନି ପ୍ରମୁଖ ରାଜନୈତିକ ଦଳ ମଧ୍ୟ ସମର୍ଥନ କରିଥିଲେ ।

   Related Posts