Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ରାଜ୍ୟରେ ଅଗଷ୍ଟ ୧ ଯାଏଁ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ, ଜାରି ରହିବ ଅନଲାଇନ୍‌ କ୍ଲାସ୍-ମୁଖ୍ୟ ଶାସନ ସଚିବ

15/07/2021 at 3:07 PM

ଭୁବନେଶ୍ବର ୧୫/୦୭ : ରାଜ୍ୟରେ ଅଗଷ୍ଟ ୧ ତାରିଖ ଯାଏଁ ଆଂଶିକ ଲକ୍‌ଡାଉନ୍‌ ଲାଗୁ କରାଯାଇଛି । କାଟାଗୋରୀ-ଏ ରେ ଥିବା ୨୦ ଜିଲ୍ଲାରେ କଟକଣା କୋହଳ କରାଯାଇଥିବା ବେଳେ କାଟାଗୋରୀ-ବି ରେ ଥିବା ଜିଲ୍ଲା ଗୁଡିକରେ କଟକଣା ସାମାନ୍ୟ କୋହଳ କରାଯାଇଛି । ଏ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ନୂଆ ଗାଇଡଲାଇନ୍‌ରେ ମଧ୍ୟ ସ୍କୁଲ, କଲେଜ ଏବଂ କୋଚିଂ ସେଣ୍ଟର ବନ୍ଦ ରହିବ । ଅର୍ଥାତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବପରି ସ୍କୁଲ, କଲେଜ ଏବଂ କୋଚିଂ ସେଣ୍ଟର ବନ୍ଦ ରହିବା ନେଇ ଘୋଷଣା କରାଯାଇଛି । ଏହା ସହିତ ଅନଲାଇନ୍‌ କ୍ଲାସ୍‌ ଏବଂ କୋଚିଂ ଜାରି ରହିବ ।

   Related Posts