Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ଅକ୍ଟୋବର ୩ରେ JEE ଆଡଭାନ୍ସଡ୍‌ ପରୀକ୍ଷା, ସୂଚନା ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

26/07/2021 at 9:41 PM

ନୂଆଦିଲ୍ଲୀ ୨୬/୦୭ : ଆସନ୍ତା ଅକ୍ଟୋବର ୩ ତାରିଖରେ ହେବ JEE ଆଡଭାନ୍ସଡ୍ ପରୀକ୍ଷା । କୋଭିଡ୍ ଗାଇଡଲାଇନ୍‌ ସମ୍ପୂର୍ଣ୍ଣ ପାଳନ  କରାଯାଇ ପରୀକ୍ଷା ହେବ ବୋଲି ସୂଚନା ମିଳିଛି । IITରେ ଆଡମିସନ୍‌ ପାଇଁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା JEE ଅନୁଷ୍ଠିତ ହେବ । ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

   Related Posts