Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସ: ୪୧ ବର୍ଷ ପରେ କ୍ଵାର୍ଟର ଫାଇନାଲ୍‌ରେ ଭାରତୀୟ ମହିଳା ହକି ଦଳ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୯୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ
  • ||
  • ଭୁବନେଶ୍ବରରୁ ଦିନକରେ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୯ ସୁସ୍ଥ
  • ||
  • ଭାରତ-ଚୀନ ମଧ୍ୟରେ ଥମିବ କି ବିବାଦ ! ୯ ଘଣ୍ଟା ଧରି ଚାଲିଲା ୧୨ତମ ବୈଠକ, ଗୋଗରା-ହଟ୍ ସ୍ପ୍ରିଙ୍ଗରୁ ସୈନ୍ୟ ପ୍ରତ୍ୟାହାର ଉପରେ ଜୋର
  • ||
  • ଜେଲ୍‌ ଗଲେ କୋଟିପତି ପିଏସ୍‌ ବିରଞ୍ଚି ସାହୁ
  • ||
  • ସେମି ଫାଇନାଲରେ ହାରିଲେ ସିନ୍ଧୁ, ଧୂଳିସାତ ହେଲା ସ୍ଵର୍ଣ୍ଣ ପଦକ ଆଶା, ଏବେ କାଂସ୍ୟ ଉପରେ ନଜର
  • ||
  • ସରକାରୀ-ବେସରକାରୀ ସ୍ବିମିଂ ପୁଲ ଖୋଲିବ
  • ||
  • ମୀନା ବଜାର ଖୋଲାଯାଇପାରିବ
  • ||
  • ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ
  • ||
  • ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି
  • ||

ନ୍ୟୁଜ ସେଭେନର ପ୍ରଭାବ: ବୃଦ୍ଧାଙ୍କୁ ଥଇଥାନ କଲା ଜିଲ୍ଲା ପ୍ରଶାସନ

5/08/2020 at 2:53 PM

ପାରିପଦା୫/୮: ନ୍ୟୁଜ ସେଭେନ୍‌ରେ ଖବର ପ୍ରସାରଣ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଜିଲ୍ଲା ପ୍ରଶାସନ। ବାରିପଦାସ୍ଥିତ ୨୭ ନମ୍ବର ୮୦ ବର୍ଷିୟା ରାଲ ସିଂଙ୍କୁ ନ୍ୟାୟ ମିଳିଛି।  ସେବା ବଦଳରେ ସଉଦା ଶୀର୍ଷକ ଖବର ପ୍ରକାଶ ପାଇଥିଲା। ବୁଢ଼ୀ ମାଆର ସେବା ବଦଳରେ ଝିଅ ସମ୍ପତ୍ତି ଦାବି କରିଥିଲେ। ଏହି ଖବର ପ୍ରସାରଣ ପରେ  ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ରାଲଙ୍କୁ ସେଠାରୁ ଉଦ୍ଧାର କରି ସ୍ଥାନୀୟ ବୃଦ୍ଧାଶ୍ରମରେ ଥଇଥାନ କରାଯାଇଛି। ଏଭଳି ଖବର ଗଣମାଧ୍ୟମ ଦୃଷ୍ଟି ଆକର୍ଷଣ କରିଥିବାରୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଧନ୍ୟବାଦ ଜଣାଇଛନ୍ତି।

   Related Posts