Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ନିରାଡମ୍ବର ଭାବେ ପାଳିତ ହେଉଛି ଇଦ୍-ଉଲ-ଫିତର, ଇଦଗାହରେ ହେବନାହିଁ ସାମୂହିକ ନମାଜ ପାଠ

14/05/2021 at 7:53 AM

ଭୁବନେଶ୍ୱର ୧୪/୦୫: ନିରାଡମ୍ବର ଭାବେ ପାଳିତ ହେଉଛି ଇଦ ଉଲ ଫିତର । ଭଦ୍ରକ ଜିଲ୍ଲାରେ ରାଜ୍ୟ ସରକାରଙ୍କ ତରଫରୁ କୋଭିଡ କଟକଣା ଜାରି ହୋଇଥିବାରୁ ଏଥର ନିରାଡମ୍ବର ଭାବେ ପାଳନ ହେଉଛି ।

ଦାନ ଓ ଧର୍ମର ପର୍ବ ହେଉଛି ଇଦ ଉଲ ଫିତର । ଇସଲାମିକ କ୍ୟାଲେଣ୍ଡର ଅନୁଯାୟୀମାନେ ପୂର୍ବରୁ ସଂଖ୍ୟା ଲଘୁ ସମ୍ପ୍ରଦାୟ ରୋଜା ରଖନ୍ତି । ରାତିରେ ଅତିରିକ୍ତ ନମାଜ ପଢିବା  ସହ ତରାବି ପଢନ୍ତି । ମାସେ କାଳ ରୋଜା ରଖିବା ପରେ ଶେଷ ଦିନ ଇଫତାର କରନ୍ତି ।

ଏଥର କଟକଣା ପାଇଁ ଭଦ୍ରକ ସହରର ଇଦଗାହା ଠାରେ ସାମୁହିକ ନମାଜ ପାଠ ହେଉ ନାହିଁ । ବିଧି ଅନୁଯାୟୀ ପ୍ରଶାସନିକ ଅନୁମତି ଯୋଗୁଁ ମାତ୍ର ୫ ଜଣ ନମାଜ ପାଠ କରିଛନ୍ତି । ସମସ୍ତ ମସଜିଦରେ ମଧ୍ୟ ଅନୁରୂପ ଭାବେ ଇଦ ଉଲ ଫିତର ପାଳିତ ହେଉଛି ।

   Related Posts