Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଜମ୍ମୁକାଶ୍ମୀର ପୁଲଓ୍ବାମାରେ ଆଇଇଡି ବିସ୍ଫୋରଣ ; ୮ ସିଆରପିଏଫ୍ ଯବାନ ସହିଦ

14/02/2019 at 4:02 PM

ଜମ୍ମୁକାଶ୍ମୀର ୧୪|୨: ଜମ୍ମୁକାଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ପୁଲଓ୍ବାମା ଲେତପୋରା ଅଞ୍ଚଳରେ ଆଇଇଡି ବିସ୍ଫୋରଣ କରିଛନ୍ତି ଆତଙ୍କବାଦୀ । ବିସ୍ଫୋରଣ ଫଳରେ ସିଆରପିଏଫ୍ ର ୮ ଜଣ ଯବାନ ସହିଦ ହୋଇଥିବା ଜଣାପଡିଛି । ୧୦ଜଣ ଯବାନ ଆହତ ହୋଇଛନ୍ତି ।

ସିଆରପିଏଫ୍ ଯବାନଙ୍କ ଗାଡି ଶ୍ରୀନଗର-ଜମ୍ମୁ ଜାତୀୟ ରାଜପଥରେ ଅବନ୍ତିପୋରା ଯିବା ସମୟରେ ବିସ୍ଫୋରଣ ହୋଇଛି । ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଜୈଶ୍-ଏ-ମହମ୍ମଦ । ସ୍ଥାନୀୟ ଅଞ୍ଚଳକୁ ଘେରିନେଇଛନ୍ତି ସୁରକ୍ଷାକର୍ମୀ । ବିସ୍ଫୋରଣ ପରେ ଲଗାତର ଗୁଳିବିନିମୟ ଜାରି ରହିଛି । ବିସ୍ପୋରଣ ପରେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ ।

   Related Posts