Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଳନ୍ତା ହାଇଓ୍ବା ଗାଡିରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||

କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ : ୮ମୃତ, ୧୫ ଗୁରୁତର

31/08/2019 at 11:23 AM

ଧୁଲେ ୩୧।୮: ମହାରାଷ୍ଟ୍ର ଧୁଲେ ଜିଲ୍ଲାରେ ଏକ କେମିକାଲ ଫ୍ୟାକ୍ର୍ଟିରେ ବିସ୍ଫୋରଣ ହୋଇ ଭୟାବହ ଅଗ୍ନିକାଣ୍ଡ ହୋଇଛି । ବିସ୍ଫୋରଣ ଫଳରେ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଗୁରୁତର ହୋଇଛନ୍ତି । ଫ୍ୟାକ୍ଟ୍ରିରେ ଥିବା ସିଲିଣ୍ଡର ବ୍ଲାଷ୍ଟ ହେବା ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳୁଛି । ସିରପୁର ଅନ୍ତର୍ଗତ ଓ୍ବାଘାଡି ଗାଁରେ ଥିବା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ହୋଇଛି ।

ବିସ୍ଫୋରଣ ବେଳେ ଫ୍ୟାକ୍ଟ୍ରିରେ ୧୦୦ଜଣ ଶ୍ରମିକ କାମ କରୁଥିଲେ । ସକାଳ ପ୍ରାୟ ୯ଟା ୪୫ରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଚାରିଆଡେ ଧୂଆଁ ବ୍ୟାପିଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାରେ ଲାଗିଛନ୍ତି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

   Related Posts