Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ନୟାପଲ୍ଲୀ ଓ ଖାରବେଳ ନଗର ଅଞ୍ଚଳରେ ରେଡ୍‌ ; ୧୪ ବାଇକ୍‌ ଜବତ, ଅନେକ ଗିରଫ

17/04/2021 at 2:17 PM

ଭୁବନେଶ୍ୱର ୧୭।୦୪ : ଆକ୍ସନରେ କମିଶନରେଟ୍‌ ପୋଲିସ । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ କମିଶନରେଟ୍‌ ପୋଲିସ ପକ୍ଷରୁ ରେଡ୍‌ କରାଯାଇଛି । ଏହି ରେଡ୍‌ରେ ବିପୁଳ ପରିମାଣର ଚୋରା ସାମଗ୍ରୀ ଜବତ ହେବା ସହ ୮ଜଣଙ୍କୁ କାବୁ କରିଛି କମିଶନରେଟ୍ ପୋଲିସ ।

ଖବର ଅନୁଯାୟୀ, ନୟାପଲ୍ଲୀ ଥାନାର ବିଭିନ୍ନ ଅଞ୍ଚଳରେ ଚଢାଉ କରି ୬ଜଣଙ୍କୁ ଗିରଫ କରିଛି ପୋଲିସ । ଏହାସହିତ ୧୭ଟି ଚୋରା ମୋବାଇଲ୍‌, ୨ଟି ବାଇକ୍‌ ଜବତ କରିଛି । ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି ପୋଲିସ । ସେପଟେ ଖାରବେଳନଗର ଥାନା ପୋଲିସ ମଧ୍ୟ ବିଭିନ୍ନ ସ୍ଥାନରେ ଚଢାଉ କରି ୨ଜଣଙ୍କୁ ଅଟକ ରଖିଛି । ସେମାନଙ୍କ ନିକଟରୁ ୧୨ଟି  ଚୋରା ବାଇକ୍‌ ଜବତ କରିଛି । ତେବେ ଏ ସବୁ ଲୁଟେରାଙ୍କ ଲିଙ୍କ କେଉଁଆଡେ ଅଛି । ସେନେଇ ଛାନ୍‌ଭିନ୍‌ ଜାରି ରଖିଛି କମିଶନରେଟ ପୋଲିସ ।

   Related Posts