Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||

ବିଦ୍ୟୁତ ତାର ସଂସ୍ପର୍ଶରେ ଆଠବର୍ଷ ବାଳକର ମୃତ୍ୟୁ

24/11/2019 at 12:07 PM

ସାଲେପୁର ୨୪।୧୧:  ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଆଠବର୍ଷ ର ବାଳକ ମୃତ୍ୟୁ ହୋଇଛି । କଟକ ଜିଲ୍ଲା ଜଗତପୁର ଥାନା ଅଞ୍ଚଳର ସତ୍ୟଭାମାପୁର ଗାଁରେ ଘଟଣା ଘଟିଛି ।ମୃତ ବାଳକ ଜଣକ ହେଲେ ସତ୍ୟଭାମାପୁର ଗାଁ ର କେଶବ ମହାରଣା ଙ୍କ ଆଠବର୍ଷର ପୁତ୍ର ଦିପକ ମହାରଣା।

ସୂଚନାଯୋଗ୍ୟ ଯେ, କେଶବ ମହାରଣା ନିଜ କୁକୁଡ଼ା ଫାର୍ମ ରେ ବିଦ୍ୟୁତ ସଂଯୋଗ କରୁଥିବା ସମୟରେ  ଫ ତାଙ୍କ ପୁଅ ସାଇକେଲ ଯୋଗେ ଯାଉଥିବା ବେଳେ ବିଦ୍ୟୁତ ତାର ତାଙ୍କ ମୁଁହରେ ସେ ଆହତ ହୋଇଥିଲେ। ଦୀପକକୁ ଆହତ ଅବସ୍ଥାରେ  ସାଲେପୁର ମେଡ଼ିକାଲ କୁ ଆଣିଥିଲେ ସେଠାରେ ତାଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି । ଦୀପକର ମୃତ୍ୟୁ ଖବର ପାଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

   Related Posts