Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||

ସମ୍ପତି ଲୋଭ : ସୋରରେ ସାନ ଭାଇ ଆକ୍ରମଣରେ ବଡ଼ ଭାଇ ଗୁରୁତର

17/03/2019 at 10:07 AM

ବାଲେଶ୍ବର ୧୭/୩: ବାଲେଶ୍ବର ଖଇରା ଥାନା ରଟିଣା ଗାଁରେ ଅଭାବନୀୟ ଘଟଣା ଘଟିଛି। ସାନ ଭାଇର କଟୁରୀ ଚୋଟରେ ବଡଭାଇ ଗୁରୁତର ହୋଇଛି । ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବଡ଼ ଭାଇକୁ ଆକ୍ରମଣ କରିଛି ସାନଭାଇ ।

ଗୁରୁତର ଅବସ୍ଥାରେ ବଡଭାଇ ବିଦ୍ୟାଧର ନାୟକଙ୍କୁ ଖଇରା ମେଡିକାଲରେ ଭର୍ତ୍ତି କରାଯାଇଛି । ସାନ ଭାଇ କରୁଣାକର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ଖଇରା ପୋଲିସ।

   Related Posts