Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ଗଞ୍ଜାମର ସବୁ ଧର୍ମାନୁଷ୍ଠାନ ୭ଦିନ ବନ୍ଦ, ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ବାରଣ
  • ||
  • ନୟାଗଡ : ପ୍ରେମରେ ପ୍ରତାରଣା, ପ୍ରେମିକ ଦୁଆରେ ପ୍ରେମିକା, ନ୍ୟାୟ ପାଇଁ ଦେଇଛି ଧାରଣା
  • ||
  • କଟକ : ଗିରଫ ହେଲା ହାଇଦରର ସହଯୋଗୀ ୟାକୁବ୍, ସୋମବାର ଚାଉଳିଆଗଞ୍ଜ ଥାନାରେ କରିଥିଲା ଆତ୍ମସମର୍ପଣ
  • ||
  • ସୋର : ଘରେ କେହି ନଥିବା ବେଳେ ଭାଙ୍ଗିଲେ ତାଲା, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା-ରୂପା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା
  • ||
  • କଳାହାଣ୍ଡି : ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଚାନ୍ଦବାଲି : ଭଡା ଘରୁ ମିଳିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ, ମୃତ୍ୟୁ ପାଇଁ କମ୍ପାନୀ କର୍ତ୍ତୃପକ୍ଷ ଦାୟୀ ଅଭିଯୋଗ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୩୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମହାକାଳପଡା : ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ, କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଟଳିଗଲା ବଡ ବିପଦ
  • ||
  • କରଞ୍ଜିଆ : ଏକାଠି ଶୋଇଥିଲେ ସ୍ତ୍ରୀ ଓ ପ୍ରେମିକ, କଟୁରୀରେ ହାଣିଲା ସ୍ୱାମୀ
  • ||
  • ବଢୁଛି ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୮୪ ପଜିଟିଭ୍ ଚିହ୍ନଟ
  • ||

ନୂଆପଡା କୋମନା ରେଞ୍ଜ କରଙ୍ଗାଭଟା ଗାଁରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ

8/05/2018 at 4:52 AM

ହାତୀ ଆକ୍ରମଣରେ ବୃଦ୍ଧ ମୃତ । ମୃତକ ହେଲେ କୋମନା ରେଞ୍ଜ କରଙ୍ଗାଭଟା ଗାଁର ସହଦେବ ପରାଭୁଏ । ଆଜି ସକାଳୁ ନିକଟସ୍ଥ ଧାନ ବିଲରେ ଜଗିଥିବା ବେଳେ ତାଙ୍କୁ ହାତୀ ଦଳି ଦେଇଥିଲା । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଗତ ୧୫ ଦିନ ହେଲା କୋମନା ରେଞ୍ଜରେ ହାତୀ ପଲ ଉପଦ୍ରବ ଚଳାଇଛନ୍ତି । ଅନୁପଗଡ ଗାଁରେ ବ୍ୟାପକ ଧାନ ଫସଲ ନଷ୍ଟ କରିବା ପରେ ବୋଡେନ ବ୍ଲକ ଜୋରପଡା ଅଞ୍ଚଳରେ ମଧ୍ଯ ଆତଙ୍କ ଖେଳାଇଛନ୍ତି । ହାତୀଙ୍କୁ ଘଉଡାଇବା ପାଇଁ ବନବିଭାଗ ଉଦ୍ୟମ କରୁଛନ୍ତି ।

Leave a Reply

   Related Posts