Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||

ସୋର ମହାବିଦ୍ୟାଳୟରେ ଫୁଟିଲା ବୋମା ; ଆତଙ୍କିତ ଛାତ୍ରଛାତ୍ରୀ

3/10/2018 at 11:53 AM

ବାଲେଶ୍ୱର ୩/୧୦ : ବାଲେଶ୍ବର ଜିଲ୍ଲା ସୋର ଅନନ୍ତପୁରରେ ଥିବା ସାରସ୍ବତ ମହାବିଦ୍ୟାଳୟରେ ଗତକାଲି ବିଳମ୍ବିତ ରାତିରେ ୩ ଟି ବୋମା ଫୁଟିବା ସହିତ ୨ ଟି ଅଫୁଟା ବୋମା ଜବଦ କରିଛି ସୋର ପୋଲିସ । ଆଗକୁ ନିର୍ବାଚନ ଥିବାରୁ କେହି ଦୁର୍ବୁର୍ତ୍ତ ବୋମା ପକେଇଥିବା ନେଇ ସନ୍ଦେହ କରାଯାଉଛି । ବୋମା ଫୁଟିବା ପରେ ବିଦ୍ୟାଳୟରେ ପରିସରରେ ଥିବା ହଷ୍ଟେଲର ଛାତ୍ରଛାତ୍ରୀମାନେ ଆତଙ୍କିତ ଅବସ୍ଥାରେ ଥିବା ବେଳେ ଅନ୍ୟପଟେ ସୋର ଉପେନ୍ଦ୍ରନାଥ ବିଦ୍ୟାଳୟରେ ଛାତ୍ର ଆସନ୍ତି ଲାଗି ରହିଥିବାରୁ ମହାବିଦ୍ୟାଳୟର ଅଧକ୍ଷ ଲକ୍ଷ୍ମୀକାନ୍ତ ପାଢୀ ସାଏନ ଏ ଡାଏ ଘୋଷଣା କରିଛନ୍ତି ।

   Related Posts