Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବୀନଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ଲୋଡିଲେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ
  • ||
  • କରୋନା ସଂକ୍ରମଣ ରୋକିବାକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହେଲା ନୋଟିସ, ସନ୍ଧ୍ୟା ୭ଟା ୩୦ ସୁଦ୍ଧା ହଷ୍ଟେଲ ଫେରିବାକୁ ଛାତ୍ରଙ୍କୁ ନିର୍ଦ୍ଦେଶ
  • ||
  • ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ର ମୃତ ! ନର୍ସ ଓ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବାପା
  • ||
  • ଓଲଟି ପଡିଲା ପ୍ରିନ୍ସ, ମୃତ୍ୟୁ ମୁଖରୁ ବର୍ତ୍ତିଲେ ୪୬ ଯାତ୍ରୀ
  • ||
  • ଷ୍ଟିୟରିଂ ଉପରୁ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ଓଲଟି ପଡିଲା ଟ୍ରକ, ୬ ଶ୍ରମିକ ମୃତ
  • ||

ନିର୍ବାଚନ ପାଇଁ ପ୍ରାକ୍ ପ୍ରସ୍ତୁତି ; ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର

29/08/2018 at 11:56 PM

ଭୁବନେଶ୍ୱର ୩୦/୮ : ୨୦୧୯ ନିର୍ବାଚନ ପାଇଁ ଚାଲିଛି ପ୍ରାକ୍ ପ୍ରସ୍ତୁତି । ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର । ବୈଠକରେ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ଆଲୋଚନା ହେବ । ଇଭିଏମ୍ ମେସିନ, ବାଲଟ ପେପର, ମୁକ୍ତଅବାଧ ନିର୍ବଚନ, ଭୋଟର ଲିଷ୍ଟ ସଂଶୋଧନ ଆଦି ପ୍ରସଙ୍ଗ ଉପରେ ଆଲୋଚନା ହେବ । ଦୁଇ ଦିନ ତଳେ କେନ୍ଦ୍ରରେ ମଧ୍ୟ ନିର୍ବାଚନ କମିଶନ ବୈଠକ କରିଥିଲେ । ବର୍ତ୍ତମାନ ରାଜ୍ୟରେ ବୈଠକ ଡାକିଛନ୍ତି ନିର୍ବାଚନ କମିଶନ |

   Related Posts