Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ବିଦ୍ୟୁତ ଆଘାତରେ ଯୁବ ଚାଷୀଙ୍କ ମୃତ୍ୟୁ, ଗାଁରେ ଖେଳିଗଲା ଶୋକର ଛାୟା

13/11/2020 at 10:15 AM

ଡେଲାଙ୍ଗ୧୩/୧୧: ବିଦ୍ୟୁତ ଆଘାତରେ ଯୁବ ଚାଷୀଙ୍କ ମୃତ୍ୟୁ। ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅନ୍ତର୍ଗତ ଟୋଲାପଡା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଚାଷି ହେଲେ ପ୍ରଶାନ୍ତ ବେହେରା । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।  

   Related Posts