Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଲାଞ୍ଚ ନେଲାବେଳେ ଫସିଗଲେ ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ, ଧରିଲା ଭିଜିଲାନ୍ସ

5/10/2020 at 10:50 PM

ଚଣ୍ଡିଖୋଲ, ୦୫।୧୦: ଭିଜିଲାସନ୍ସ ଜାଲରେ ବିଦୁତ ବିଭାଗ କନିଷ୍ଠ ଯନ୍ତ୍ରୀ । ବଡ଼ଚଣା ବିଦୁତ ଉପଖଣ୍ଡର କନିଷ୍ଠ ଯନ୍ତ୍ରୀ  ସ୍ୱାଧୀନ କୁମାର ସାହୁ ୧୦ ହଜାର ଟଙ୍କା ଲାଞ୍ଚ ନେଉ ଥିବା ବେଳେ  ଯାଜପୁର ଭିଜିଲାସନ୍ସ ଦ୍ୱାରା ଗିରଫ ହୋଇଛନ୍ତି ।

ସ୍ଥାନୀୟ ଚଣ୍ଡିଖୋଲ ନିକଟ ନୂଆ ସୂଂଗୁଡା ଗ୍ରାମରର  ଚିତରଞ୍ଜନ ନାୟକ ଘର ପାଖରେ ଥିବା ୧୧ କେଭି ବିଦୁତ ଲାଇନ ସ୍ଥାନାନ୍ତର ନେଇ ବଡ଼ଚଣା ବିଦୁତ ବିଭାଗକୁ ଲିଖିତ ଅଭିଯୋଗ କରିଥିଲେ । ଏ ନେଇ ବାରମ୍ବାର ଅଫିସକୁ ଯାଇ ଥିଲେ ସୁଦ୍ଧା କୌଣସି ସମାଧାନ ହୋଇ ନଥିବା ବେଳେ ବିଦୁତ ବିଭାଗ କନିଷ୍ଠ ଯନ୍ତ୍ରୀ ସ୍ୱାଧୀନ କୁମାର ସାହୁ ଏଥି ପାଇଁ ଦଶ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏ ନେଇ ଯାଜପୁର ଭିଜିଲାନ୍ସକୁ ଅଭିଯୋଗକାରୀ ଜଣାଇଥିଲେ । ଭିଜିଲାନ୍ସ ଟିମ୍ ବଡ଼ଚଣା ବିଦୁତ ଉପଖଣ୍ଡରେ ପହଂଚି କନିଷ୍ଠ ଯନ୍ତ୍ରୀଙ୍କୁ ଲାଞ୍ଚ ନେଉଥିବା ବେଳେ ଧରିଥିଲା ।  ସମସ୍ତ କାଗଜ ପତ୍ର ଯାଞ୍ଚ କରିବା ସହ କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କରିଛି ଭିଜିଲାନ୍ସ ।

   Related Posts