Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ବିଦ୍ୟୁତ ଆଘାତରେ ଇଲେକ୍ଟ୍ରିସିଆନଙ୍କ ମୁଣ୍ଡ-ଗଣ୍ଡି ହୋଇଗଲା ଅଲଗା, କ୍ଷତିପୂରଣ ଦାବିକଲେ ପରିବାର

16/07/2021 at 3:59 PM

ଅନୁଗୋଳ ୧୬।୭: ଅନୁଗୋଳ ଜିଲ୍ଲା ତାଳଚେର ବଲଣ୍ଡାଠାରେ ବିଦ୍ୟୁତ ଆଘାତ ଲାଗି ଜଣେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଇଲେକ୍ଟ୍ରିସିଆନ ଅମର ବେହେରା। ଇଲେକ୍ଟ୍ରି ମେଣ୍ଟେନାନ୍ସ କାମ ଚାଲିଥିବା ବେଳେ ବିଦ୍ୟୁତ ଆଘାତ ଲାଗି ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କର ମୁଣ୍ଡ-ଗଣ୍ଡି ଅଲଗା ହୋଇଯାଇଛି। କ୍ଷତିପୂରଣ ବାବଦକୁ ଘରଲୋକ ୩୦ ଲକ୍ଷ ଟଙ୍କା ଦାବି କରିବା ସହ ପରିବାରର ଜଣଙ୍କୁ ପୁନଃ ନିଯୁକ୍ତି ଦାବି ରଖିଛନ୍ତି। ଘଟଣାସ୍ଥଳରେ କୋଲିୟାରୀ ପୋଲିସ ପହଞ୍ଚି ଶବ ଜବତ କରିବା ସହ ଲୋକଙ୍କୁ ବୁଝାସୁଝା କରୁଛି।

   Related Posts