Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ରାସ୍ତାରେ ବୁଲୁଛନ୍ତି ଦନ୍ତା, ଘଉଡାଇବାକୁ ନାକେଦମ ବନ ବିଭାଗ

23/09/2021 at 7:52 AM

ଟାଙ୍ଗୀ, ୨୩|୦୯:  ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବନ ବିଭାଗ ରେଞ୍ଜ ଇଲାକାରେ ହାତୀଙ୍କ ଉତ୍ପାତ ବଢୁଛି । ରାସ୍ତାରେ ବୁଲୁଛନ୍ତି ଦନ୍ତାହାତୀ । ଏବେ ଦୁଇଟି ଦନ୍ତା ମା’ ଉଗ୍ରତାରା ମନ୍ଦିର ନିକଟସ୍ଥ ରାସ୍ତାରେ ପଇଁତରା ମାରୁଛନ୍ତି ।

ତେବେ ହାତୀ ଘଉଡ଼ାଇବା ପାଇଁ ଟାଙ୍ଗୀ ବନ ବିଭାଗ ନାକେଦମ୍ ହୋଇଗଲାଣି । ତଥାପି ଗଜରାଜଙ୍କ ସୁରକ୍ଷା ଏବଂ ଲୋକଙ୍କ ଧନ-ଜୀବନ ସୁରକ୍ଷା ପାଇଁ ବିଭିନ୍ନ ପନ୍ଥା ଆପଣେଇଛି । ଡାକବାଜି ଯନ୍ତ୍ରରେ ଲୋକଙ୍କୁ ସଚେତନ କରାଇବା ସହ ଦନ୍ତା ଦ୍ୱୟର ଗତିପଥ ଉପରେ ନଜର ରଖିଛନ୍ତି । ରାସ୍ତାରେ ଲୋକଙ୍କ ଚଳପ୍ରଚଳ ଏବଂ ଯାନବାହନ ଚଳାଚଳ ଉପରେ ରୋକ୍ ଲଗାଯାଇଛି ।

   Related Posts