Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ମହାନଦୀରେ ଭାସିଗଲେ ଗଜରାଜ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ଦନ୍ତା

24/09/2021 at 7:32 AM

ଆଠଗଡ, ୨୪|୦୯: ମହାନଦୀରେ ଭାସିଗଲା  ହାତୀପଲ। ମହାନଦୀ ପାର ହେଉଥିବା ବେଳେ ହାତୀପଲରେ ଥିବା ୭ଟି ହାତୀ ଭାସିଯାଇଥିବ ଜଣାପଡିଛି।

ସୂଚନାନୁସାରେ,  ଆଠଗଡ ପଟୁ ୧୭ଟିକିଆ ହାତୀ ପଲ ମହାନଦୀପାରି ହେଉଥିଲେ । ଏହା ମଧ୍ୟରୁ ୭ଟି ହାତୀ ଭାସି ଯାଇଥିଲେ ।ଗୋଟିଏ ହାତୀ ମୁଣ୍ଡଳୀ ବ୍ରିଜ ନିକଟରେ ଲାଖି ରହିଥିବା ବେଳେ ଆଉ ୬ଟି ହାତୀ ମହାନଦୀରେ ଭାସି ଭାସି ଆଠଗଡ ରେଞ୍ଜର ନୂଆଶାସନ ଗାଁ ନିକଟରେ ଲାଗିଛନ୍ତି।

ମୁଣ୍ଡଳି ବ୍ରିଜରେ ଲାଖିଥିବା ହାତୀଟିକୁ ଉଦ୍ଧାର କରିବା ପାଇଁ  ବନବିଭାଗ ଅଗ୍ନିଶମ ବିଭାଗ ସାହାଯ୍ୟରେ ଚେଷ୍ଟା କରୁଛି । ଏନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts