Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଏକର ଏକର ଫସଲ

21/10/2021 at 9:54 AM

ତେଲକୋଇ, ୨୧/୧୦: କେନ୍ଦୁଝର  ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ବିଟରେ ଥମୁନି ହାତୀପଲଙ୍କ ଉପଦ୍ରବ ।ଦୈନିକ ନଷ୍ଟ କରୁଛନ୍ତି ଏକର ଏକର ପାଚିଲା ଧାନ ଫସଲ ।

ଗୁରୁବାର ବିଳମ୍ବିତ ରାତିରେ ବିମଳା ପଞ୍ଚାୟତର ବିମଳା ଗାଁରେ ଗଜରାଜ ପଶି ଏକର ଏକର ଧାନଫସଲକୁ ଦଳିମକଚି ନଷ୍ଟ କରିଛନ୍ତି । ୭ ଜଣ ଚାଷୀଙ୍କର ୧୫ ଏକରରୁ ଉର୍ଦ୍ଧ୍ୱ ଧାନକ୍ଷେତକୁ ଖାଇଦେଇଛନ୍ତି ୪୦ ଟିକିଆ ହାତୀପଲ ।

ଦିନବେଳା  ଗାଁ ନିକଟ ଚତୁରିହୁଳିରେ ହାତୀପଲ ଡେରା ପକାଉଥିବା ବେଳେ ସନ୍ଧ୍ୟା ହେଲେ ଗାଁ ମୁହାଁ ହେଉଛନ୍ତି । ଫଳରେ ଲୋକେ ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି ।ହାତୀପଲଙ୍କୁ ନୀରିକ୍ଷଣ କରି ଘଉଡାଇବା ପାଇଁ ସରକାର କର୍ମଚାରୀ ନିଯୁକ୍ତ କରିଛନ୍ତି ।ତେବେ ହାତୀଙ୍କୁ ଘଉଡାଇବାରେ ବନବିଭାଗ କାହିଁକି ସଫଳ ହୋଇପାରୁନି ତାହା ଲୋକଙ୍କ ମନରେ ପ୍ରଶ୍ନ ସୃଷ୍ଟି କରିଛି। 

   Related Posts