Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ହାତୀ ଟେକି ନେଇ କଚାଡ଼ି ଦେଲା…

10/06/2020 at 3:49 PM

ଆନନ୍ଦପୁର୧୦/୬: ଆନନ୍ଦପୁର ଉପଖଣ୍ଡ ସୋସ ଥାନା ଅନ୍ତର୍ଗତ ଦନେଇପୁର ତୋଟା ନିକଟରେ ହାତୀ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତି ହେଲେ ଅଗରପଡା ଥାନା ମହାନ୍ତିପଡା ଗାଁର ବିଶ୍ବନାଥ ସାହୁ। କୌଣସି କାମରେ ବିଶ୍ବନାଥ  ସୋସ ଆସିଥିଲେ। ଦନେଇପୁର ତୋଟାଦେଇ ଫେରିବା ସମୟରେ ହାତୀ ତାଙ୍କୁ ଟେକି କଚାଡି ଦେଇଥିଲା। ସ୍ଥାନୀୟ ଲୋକେ ଓ ବନବିଭାଗ କର୍ମଚାରୀମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ନିକଟସ୍ଥ  ହଦଗଡ ଅଭୟାରଣ୍ୟ ରୁ ପ୍ରତ୍ୟେକ ବର୍ଷ ଏହି ସମୟରେ ହାତୀମାନେ ଦନେଇପୁର ତୋଟାକୁ ଫେରିଥାଆନ୍ତି। ଏହି ସମୟରେ ପାଚିଲା ଆମ୍ବ, ପଣସ ଖାଇବାକୁ ଆସିଥାନ୍ତି। ପ୍ରତ୍ୟେକ ବର୍ଷ ହାତୀ ଆକ୍ରମଣରେ ଏଠାରେ ଶିକାର ହୋଇଥାନ୍ତି ସ୍ଥାନୀୟ ଲୋକେ।

   Related Posts