Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବିଲକୁ ଯାଇଥିଲେ ଦମ୍ପତି, ସ୍ବାମୀ ଆଗରେ ସ୍ତ୍ରୀକୁ କଚାଡ଼ି ମାରିଲା ହାତୀ

3/10/2020 at 8:14 AM

ଢେଙ୍କାନାଳ ୦୩।୧୦: ସ୍ବାମୀ ଆଗରେ ସ୍ତ୍ରୀକୁ କଚାଡ଼ି ମାରିଲାହାତୀ, ଅଳ୍ପକେ ବର୍ତ୍ତିଗଲେ ସ୍ବାମୀ । ଏଭଳି ଅଭାବନୀୟ ଘଟଣା ଘଟିଛି ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ମଝିଖମଣ ଗାଁରେ । ମୃତକ ହେଉଛନ୍ତି ନେତ୍ରମଣି ସାହୁ ।

ମିଳିଥିବା ଖବର ଅନୁଯାୟୀ, ସ୍ବାମୀ ଓ ସ୍ତ୍ରୀ ବିଲକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ ଉଭୟ । ଯାହାଫଳରେ କି ହାତୀ ଆକ୍ରମଣରେ ସ୍ତ୍ରୀ ନେତ୍ରମଣି ସାହୁଙ୍କ ମୃତ୍ୟୁ ହୋଇଥିବା ବେଳେ ସୌଭାଗ୍ୟ ବଶତଃ ସ୍ବାମୀ ବଞ୍ଚି ଯାଇଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଓ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛନ୍ତି । ସେହିପରି ପୋଲିସ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।  

   Related Posts