Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ଜଗୁଥିଲେ କାରଖାନା, କିନ୍ତୁ ହାତୀ ଆକ୍ରମଣରେ ଚାଲିଗଲା ଜୀବନ

25/07/2020 at 9:21 AM

ଢେଙ୍କାନାଳ ୨୫।୦୭:  ହାତୀ ଆକ୍ରମଣରେ କାରଖାନା ଜଗୁଆଳି ମୃତ । ଢେଙ୍କାନାଳ ଜିଲ୍ଲା ଝାଡ଼ବନ୍ଧ ସ୍ଥିତ ନିର୍ମାଣାଧୀନ ରୁଙ୍ଗଟା କାରଖାନା ଫାଟକ ସମ୍ମୁଖରେ ଜଗୁଆଳିକୁ ଶୁଣ୍ଢରେ ଟେକି ଫୋପାଡ଼ି ଦେଲା ହାତୀ । ମୃତକ ହେଲେ ମେରାମୁଣ୍ଡଳୀ ଗାଁର ରସାନନ୍ଦ ନାଏକ ।

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ କାରଖାନା ଫାଟକ ସମ୍ମୁଖରେ ସେ ବୁଲୁଥିବା ବେଳେ ତାଙ୍କୁ ହାତୀ ଆକ୍ରମଣ କରିଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ଡାକ୍ତରଖାନାକୁ ନିଆଯାଇଥିଲା । ମାତ୍ର ଡାକ୍ତରଖାନାରେ  ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି ।

   Related Posts