Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଶୌଚ ହେବାକୁ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ

7/07/2021 at 10:20 AM

ରାଉରକେଲା ୭।୭: ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର ।  ସୁନ୍ଦରଗଡ ନୂଆଗାଁ ବ୍ଲକ୍ କର୍କଟନସ ପଞ୍ଚାୟତର ପୋଟବ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ନୂଆଗାଁ ବ୍ଲକ୍ କର୍କଟନସ ପଞ୍ଚାୟତର ପୋଟବ ଗାଁରେ ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର । ଶୌଚ ହେବା ପାଇଁ ଘରୁ ବାହାରକୁ ଯାଇଥିବା ସମୟରେ ଆକ୍ରମଣର ଶିକାର ହୋଇଛନ୍ତି । ଗୁରୁତର ବୃଦ୍ଧା ହେଲେ ପୋଟବ ପାହାଡତୋଲି ଗାଁର ସୁଶାନନ୍ଦ ଓନାହା । ଗୁରୁତର ବୃଦ୍ଧା ଜଣଙ୍କୁ ପ୍ରଥମେ ହାତିବରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ପରେ ତାଙ୍କୁ RGHରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts