Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ହାତୀ ଆକ୍ରମଣରେ ମହିଳା ଗୁରୁତର, ମେଡିକାଲରେ ଭର୍ତ୍ତି

21/05/2020 at 7:42 AM

କାମାକ୍ଷାନଗର ୨୧।୦୫: ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି । ହାତୀ ଆକ୍ରମଣରେ ଗୁରୁତର ହୋଇଥିବା ମହିଳା ଜଣଙ୍କ କେନ୍ଦୁଝର ଜିଲ୍ଲା ମାରଦା  ଗ୍ରାମର ରେବତୀ ମହାନ୍ତ । ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଜଙ୍ଗଲକୁ ମହୁଲଫୁଲ ସଂଗ୍ରହ କରିବା ପାଇଁ ଯାଇଥିଲେ । କିନ୍ତୁ ହଠାତ୍‌ ରାସ୍ତାରେ ହାତୀ ସହ ସାମ୍ନାସାମ୍ନି ପଡିଯାଇଥିଲେ । ଏବଂ ହାତୀ ତାଙ୍କୁ ଆକ୍ରମଣ କରିଥିଲା । ଯେଉଁଥିରେ ସେ ଗୁରୁତର ଭାବେ ଆହତ ହୋଇଛନ୍ତି । ମହିଳାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ଭାବେ ଭର୍ତ୍ତି କାରଯାଇଛି ।

   Related Posts