ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀରେ ପୁଣି ଅଗ୍ନିକାଣ୍ଡ : ଥିନର ଫ୍ୟାକ୍ଟ୍ରିରେ ନିଆଁ, ଲିଭାଇବାକୁ ୧୭ ଦମକଳ ଗାଡି ନିୟୋଜିତ
  • ||
  • ଦେଶରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୩୬୪ କରୋନା ପଜିଟିଭ୍
  • ||
  • ମୋହନା : ରାସ୍ତାକଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ, ହତ୍ୟା ପରେ ଫିଙ୍ଗାଯାଇଥିବା ଅଭିଯୋଗ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୨ ପଜିଟିଭ୍
  • ||
  • ଗ୍ରାହକଙ୍କୁ ବଡ ଝଟ୍‌କା : ବଢିଲା ଗ୍ୟାସ୍ ଦର, ଜାଣନ୍ତୁ କେତେ ହେଲା ଦାମ୍ ?
  • ||
  • ରାଜ୍ୟରେ ଦୁଇ ଦିନ ବର୍ଷା, ରବିବାରଠୁ ପୁଣି ବଢିବ ତାତି
  • ||
  • ଦିନରେ ମିଟିଂ, ରାତିରେ କ୍ୟାମ୍ପେନିଂ: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସବୁ ଦଳର କସରତ
  • ||
  • ଜ୍ଞାନବାପୀ ମସଜିଦ ମାମଲା : ବାରଣାସୀ କୋର୍ଟରେ ଦାଖଲ ହେବ ସର୍ଭେ ରିପୋର୍ଟ
  • ||

ଦେବଗଡ ଗୁଜାହୁଳି ଗାଁରେ ହାତୀ ଉପଦ୍ରବ ; ବ୍ୟାପକ ଫସଲ ନଷ୍ଟ ସହ ଘର ଭାଙ୍ଗିଲେ

12/09/2018 at 1:58 PM

ଦେବଗଡ ୧୨|୯: ଦେବଗଡ ଜିଲ୍ଲା ରିଆମାଳ ଗୁଜାହୁଳି ଗାଁରେ ହାତୀ ଆତଙ୍କ । ଗାଁରେ ୫ରୁ ୭ଟି ହାତୀ ପଶି ଉପଦ୍ରବ ଚଳାଇଛନ୍ତି । ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ଫସଲ ନଷ୍ଟ କରିବା ସହିତ ଘରଦ୍ବାର ଭାଙ୍ଗିଛନ୍ତି ହାତୀ । ହତୀ ଉପଦ୍ରକୁ ନେଇ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି । ତେବେ ହାତୀଙ୍କୁ ଗାଁରୁ ଘଉଡ଼ାଇବା ପାଇଁ ବନ ବିଭାଗ ପଦକ୍ଷେପ ନେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।

   Related Posts