Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||
  • ସୋର : ଓଭରଲୋଡିଂ ପାଇଁ ଗଣିଲେ ତଣ୍ଡ, ୩ଲକ୍ଷ ଜରିମନା ଦେଲେ ୬ ଡମ୍ଫର
  • ||

ପାଟଣା ରେଞ୍ଜରେ ହାତୀ ଉପଦ୍ରବ, ଏକର ଏକର ଫସଲ ନଷ୍ଟ

16/08/2020 at 10:01 AM

ପାଟଣା ୧୬।୦୮: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ରେ ହାତୀ ଉପଦ୍ରବ। ହାତୀ ପଲ ନଷ୍ଟ କଲେ ଏକର ଏକର ଧାନ ଫସଲ। ଗତକାଲି ବିଳମ୍ବିତ ରାତିରେ ୧୭ଟି ବଣୁଆ ହାତୀ କରଞ୍ଜିଆ ରେଞ୍ଜ ରୁ ଆସି ଉଦୟପୁର ବିଟ୍ ର ବିନିଦା ଓ ମଙ୍ଗଳପୁର ଗାଁରେ ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି। ହାତୀପଲ ଏବେ କରଞ୍ଜିଆ ରେଞ୍ଜ ବଡ଼ଦେଉଳି ଜଙ୍ଗଲରେ ରହିଛନ୍ତି। ଖୁବଶୀଘ୍ର କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୁରଣ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

   Related Posts